ନୟାଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ

ନୟାଗଡ଼ :- ନୟାଗଡ଼ ଗସ୍ତରେ ମୁଖ୍ୟମନ୍ତ୍ରୀ l ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା – 2024 କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ଆଜି ଠାରୁ ଆରମ୍ଭ ହୋଇ ଆସନ୍ତା ପାଞ୍ଚଦିନ ଧରି ଅନୁଷ୍ଠିତ ହେବାକୁ ଥିବା ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାକୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଶୁଭ ଉଦଘାଟନ କରିଛନ୍ତି l

ଏହି ଅବସରରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ବାଚସ୍ପତି ସୁରମା ପାଢ଼ୀ, ପୁରୀ ସାଂସଦ ସମ୍ବିତ ପାତ୍ର, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ ସ୍ୱାଇଁ, ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକରମେଶ ଚନ୍ଦ୍ର ବେହେରା, ପୂର୍ବତନ କନ୍ଧମାଳ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ, ନୟାଗଡ଼ ଜିଲ୍ଲପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଯୋଗଦେଇଛନ୍ତି l

You might also like