ନାଟକ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା: ‘ଚକ୍ରବ୍ୟୁହ’ରେ ବାନ୍ଧି ହୋଇଗଲେ ଦର୍ଶକ

ନୟାଗଡ଼,୧୬/୩: ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ଦର୍ଶକଙ୍କ ହୃଦୟକୁ ବାନ୍ଧି ରଖିଥିଲା ବାରିପଦା 'ନୂପୁର' ନାଟ୍ୟାନୁଷ୍ଠାନର ଲୋକପ୍ରିୟ ନାଟକ 'ଚକ୍ରବ୍ୟୁହ'। ଡଃ କୁମରମଣି ନାୟକଙ୍କ ରଚନା ଓ
Read More...

‘କୁହୁଡ଼ି’ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

ନୟାଗଡ଼,୧୫/୩: ଜିଲ୍ଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ 'ନାଟ୍ୟଧାରା' ପକ୍ଷରୁ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ସ୍ଥାନୀୟ ପଠାଣି ସାମନ୍ତ ପ୍ରେକ୍ଷାଳୟରେ ଆଜି ଉଦଘାଟିତ ହୋଇଯାଇଛି। ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

କୁସୁମାଞ୍ଜଳି ର ୫ମ ସ୍ଵନକ୍ଷତ୍ର ଉତ୍ସବ ଅନୁଷ୍ଠିତ

ନୟାଗଡ ୧୫/୦୩/୨୦୨୬ ନୟାଗଡ ରୁ ପ୍ରକାଶିତ ହେଉଥିବା କୁସୁମାଞ୍ଜଳୀ ର ୫ମ ସ୍ଵନକ୍ଷତ୍ର ଉତ୍ସବ ଓ ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ଆଜି ନୟାଗଡ ର ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବ ରେ ପତ୍ରିକା ର
Read More...

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

ଆସନ୍ତା କାଲି ଠାରୁ ସପ୍ତାହବ୍ୟାପୀ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ-୨୦୨୬ ପଠାଣି ସାମନ୍ତ ଅଡିଟୋରିଅମ ଠାରେ ମଞ୍ଚସ୍ଥ ହେବାକୁ ଯାଉଛି । ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ
Read More...

ଜାଳେଣି ଗ୍ୟାସ ଦରବୃଦ୍ଧି ଏବଂ କଳାବଜାରୀ ପ୍ରତିବାଦରେ କଂଗ୍ରେସ ବିକ୍ଷୋଭ

ନୟାଗଡ଼ : ପିସିସି ସଭାପତି ଶ୍ରୀ ଭକ୍ତଚରଣ ଦାସଙ୍କ ଆହ୍ୱାନ କ୍ରମେ ଜାଳେଣି ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ଆଜି ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ରଣଜିତ ଦାଶଙ୍କ ନେତୃତ୍ୱରେ ସ୍ଥାନୀୟ ଓଡଗାଁ ଛକ ଠାରେ କଂଗ୍ରେସ
Read More...

ସାମନ୍ତ ଚନ୍ଦ୍ରଶେଖର ବରିଷ୍ଠ ନାଗରିକ ଫୋରମର ବୈଠକ ଅନୁଷ୍ଠିତ ।

ସାମନ୍ତ ଚନ୍ଦ୍ରଶେଖର ବରିଷ୍ଠ ନାଗରିକ ଫୋରମର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ମା ଉମାଦେବୀ ମନ୍ଦିର ପରିସରରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।ଖଣ୍ଡପଡ଼ା ବରିଷ୍ଠ ନାଗରିକ ଫୋରମର ଉପ ସଭାପତି ବିନାୟକ ମିଶ୍ରଙ୍କ
Read More...

ନୟାଗଡ଼ ଜିଲ୍ଲା କାର୍ଯ୍ୟାଳୟରେ ଶାରୀରିକ ଅକ୍ଷମ ଏବଂ ବୟସ୍କଙ୍କ ପାଇଁ ଲିଫ୍ଟ ବ୍ୟବସ୍ଥା ସମ୍ବନ୍ଧରେ ଜିଲ୍ଲାପାଳଙ୍କୁ…

୧୧.୦୩.୨୦୨୬ରିଖ ଅପରାହ୍ନ ୫ ଘଟିକା ସମୟରେ "ଜୟ ନୟାଗଡ଼ ଫାଉଣ୍ଡେସନ"ର ପ୍ରତିଷ୍ଠାତା ଶେଖ ଅବଦୁଲ ଆହାଦ ନୟାଗଡ଼ ଜିଲ୍ଲାପାଳଙ୍କୁ ଭେଟି ନୟାଗଡ଼ ଜିଲ୍ଲା କାର୍ଯ୍ୟାଳୟରେ ଲିଫ୍ଟ ବ୍ୟବସ୍ଥା କରିବା ନିମନ୍ତେ ଦାବିପତ୍ର
Read More...

ନୟାଗଡ଼ରେ ଶିକ୍ଷକ ସହୀଦ ଦିବସ….

୦୯ ମାର୍ଚ୍ଚ,୧୯୭୮ ଶିକ୍ଷକ ମହାସଂଘର ରାଜ୍ୟ ସ୍ତରୀୟ ଆନ୍ଦୋଳନରେ ଯୋଗଦେବାକୁ ଯାଉଥିବା ସମୟରେ ଟିକାତାଳ ଠାରେ ଘଟିଥିବା ମର୍ମନ୍ତୁଦ ରାସ୍ତା ଦୁର୍ଘଟଣାରେ ନୟାଗଡ଼ ଜିଲ୍ଲାର ଛ' ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ସହୀଦ
Read More...

ବିଜୁ ଜୟନ୍ତୀ ପାଳିତ

ନୟାଗଡ଼ ବିଜୁ ଜନତା ଦଳ ପକ୍ଷରୁ ଆଜି ବ୍ଲକ ସଭା ଗୃହରେ ବିଜୁ ଜୟନ୍ତୀ ପାଳିତ ହୋଇଯାଇଛି । ନୟାଗଡ଼ ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ. ଅରୁଣ
Read More...

ନୟାଗଡ଼ ରେ 12ଘଣ୍ଟିଆ ବଜାର ବନ୍ଦ ଡାକରା

ଦୀର୍ଘଦିନରୁ ଚାଲିଥିବା ନୟାଗଡ଼ ଜିଲ୍ଲା ସଦର ମହକୁମାରେ ଭେଷଜ ମେଡିକାଲ କଲେଜ ଦାବି ଏବଂ ଓଡିଶା ବଜେଟ ୨୦୨୬-୨୭ରେ ନୟାଗଡରେ ହୋମିଓପ୍ୟାଥିକ ମେଡିକାଲ କଲେଜ ପ୍ରତିଷ୍ଠା ହେବା ନେଇ ଘୋଷଣା ସମ୍ବନ୍ଧେ ନୟାଗଡ଼
Read More...

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ ରେ ଆର୍ଟ ଅଫ୍ ଭଲ୍ଯୁଣ୍ଟରଜିମ୍ ଶୀର୍ଷକ ଆଲୋଚନା ଚକ୍ର ଅନୁଷ୍ଠିତ।

ସ୍ବେଛାସେବୀ ମାନଙ୍କର ସେବା ଭାବକୁ ବିକାଶ କରିବା ପାଇଁ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ ସଭାଗୃହରେ ଆର୍ଟ ଅଫ୍ ଭଲ୍ଯୁଣ୍ଟରଜିମ୍ ବିଷୟକୁ ନେଇ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇ ଯାଇଛି। ବିଦ୍ଯାଳୟର
Read More...

ନୟାଗଡ଼ 12 ଘଣ୍ଟିଆ ବନ୍ଦ ଡାକରା

ନୟାଗଡ଼ରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଆସନ୍ତା ମଙ୍ଗଳବର ନୟାଗଡ଼ 12 ଘଣ୍ଟିଆ ବନ୍ଦ । ବନ୍ଦ ଡାକରା ଦେଲା ଜୟ ନୟାଗଡ଼ ଫାଉଣ୍ଡେସନ । ନୟାଗଡ଼ ସଦର ମହକୁମାରେ ଭେଷଜ ମେଡ଼ିକାଲ କଲେଜ ପ୍ରତିଷ୍ଠା ପାଇଁ ଦାବି ହେଇ
Read More...