ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,

ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଶେଷରେ ମଙ୍ଗଳବାର ଭାଜପା କାର୍ଯ୍ୟାଳୟରେ ଅନୁଷ୍ଠିତ ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରାଯାଇଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀଙ୍କ ନାଁରେ ମୋହର ବାଜିଛି। ସେହିପରି ଉପମୁଖ୍ୟମନ୍ତ୍ରୀ ଭାବେ କନକବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ମଧ୍ୟ ବୁଧବାର ଶପଥ ଗ୍ରହଣ କରିବେ।

You might also like