Skip to content

କୋହଲି-ରୋହିତଙ୍କ ପରେ ଟି-୨୦ରୁ ଅବସର ନେଲେ ରବିନ୍ଦ୍ର ଜାଡେଜା

ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ପରେ ଭାରତୀୟ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ମଧ୍ୟ ଟି -୨୦ ଆନ୍ତର୍ଜାତୀୟ ଫର୍ମାଟରୁ ଅବସର ଘୋଷଣା କରିଛନ୍ତି। ସେ ଏହି ସୂଚନା ତାଙ୍କ ଇନଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ଦେଇଛନ୍ତି।

ଶନିବାର ବାର୍ବାଡୋସ କେନସିଂଟନ ଓଭାଲ ଗ୍ରାଉଣ୍ଡରେ ଖେଳାଯାଉଥିବା ଟି-୨୦ ବିଶ୍ବକପ୍‌ ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ୭ ରନରେ ପରାସ୍ତ କରି ୧୭ ବର୍ଷ ପରେ ଚାମ୍ପିଅନ ହୋଇଥିଲା।

Ad 1