ନୟାଗଡ଼ ଜିଲ୍ଲା ସ୍ତରୀୟ ମସ୍ଚ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦଯାପିତ ହୋଇଛି, ଅତିଥିଭାବେ ପ୍ରାଣୀ ଚିକିତ୍ସା ବିଭାଗ ଅତିରିକ୍ତ ନିର୍ଦେଶକ ଡ଼. ବିରକିଶୋର ପରିଡା, ଉପଜିଲ୍ଲାପାଳ ଶକ୍ତିକାନ୍ତ ରାୟ ଅତିରିକ୍ତ ଜିଲାପାଳ ଦିଲ୍ଲୀପ କୁମାର ବଳ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାଷ ଚନ୍ଦ୍ର ପଣ୍ଡା, ପ୍ରମୁଖ ଉପସ୍ଥିତ ଥିଲେ,

ଜିଲ୍ଲାମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ପ୍ରଶାନ୍ତ କୁମାର ମିଶ୍ର ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରାଣୀ ଓ ମସ୍ଚ୍ୟ ପାଳନ କରାଯାଉଥିବା ବିଭିର୍ନ ଯୋଜନା ବିଷୟ ରେ ବକ୍ତବ୍ୟ ପ୍ରଦାନ କରିଥିଲେ,

ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ମସ୍ଚ୍ୟ ଅଧିକାରୀ ପ୍ରଭାତ କୁମାର ତ୍ରିପାଠୀ, ଉପସ୍ଥିତ ରହିଥିବା ବେଳେ କବି ଗୋପୀନାଥ ସେଠି, କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ, ମସ୍ଚ୍ୟ ଓ ପ୍ରାଣୀ ବିଭାଗ ସମସ୍ତ କର୍ମଚାରୀ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ
