Skip to content

ନୟାଗଡ :ଜିଲ୍ଲା ସଦଭାବନା ସଭା ଗୃହ ପରିସରରେ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ । ସୂଚନା ମୁତାବକ ଆଜି ମଧ୍ୟାହ୍ନ 12 ଘଟିକା ସମୟ ରେ ଜିଲ୍ଲା ସଦଭାବନା ସଭା ଗୃହ ପରିସରରେ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଜିର କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଉପସ୍ଥିତ ରହିଥିଲେ । ତତ୍ ସହିତ ଆଜିର କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଞ୍ଜିନିୟର ଦେବାଶିଷ ପଟ୍ଟନାୟକ , ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ୍ ଉପଜିଲ୍ଲାପାଳ ପ୍ରମୁଖ ଆଜିର କାର୍ଯ୍ୟକ୍ରମରେ ଉପସ୍ଥିତ ରହିଥିଲେ ।

Ad 1