Skip to content

ମୋହନ ମାଝୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ରାଜ୍ୟର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ମୋହନ ମାଝୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆ‘ଏକ୍ସ’ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଛନ୍ତି ‘ରାଜ୍ୟର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ଶ୍ରୀଯୁକ୍ତ ମୋହନ ଚରଣ ମାଝୀଙ୍କ ନିମନ୍ତ୍ରଣ ସାଦରେ ଗ୍ରହଣ କଲି।

ଏଥିସହ ତାଙ୍କୁ ଶୁଭେଚ୍ଛା ଜଣାଇଲି। ଓଡ଼ିଶାବାସୀଙ୍କ ସେବାରେ ତାଙ୍କ ନେତୃତ୍ୱ, ଦୃଢ଼ତା ଓ ଦକ୍ଷତାର ସହ କାର୍ଯ୍ୟ କରିବ ବୋଲି ମୋର ଆଶା ଓ ବିଶ୍ୱାସ।’

Ad 1