ନବଦିନାତ୍ମକ ଯାତ୍ରାରେ ଚତୁର୍ଦ୍ଧାମୂର୍ତ୍ତି । ଭାଇଭଉଣୀଙ୍କୁ ସାଙ୍ଗରେ ନେଇ ଶ୍ରୀଗୁଣ୍ଡିଚା ଅଭିମୁଖେ ଦାରୁଦିଅଁ । ୫୩ ବର୍ଷ ପରେ ପଡ଼ିଛି ଦୁର୍ଲ୍ଲଭ ଯୋଗ । ଗତକାଲି ଅଣସର ଘରୁ ପହଣ୍ଡି ହୋଇ ଆସିଥିଲେ ମହାପ୍ରଭୁ । ଆଜି ରଥ ଉପରେ ଶ୍ରୀଜିଉଙ୍କ ନୀତିକାନ୍ତି ପରେ ପୁଣି ରଥଟଣା ଆରମ୍ଭ ହୋଇଛି। ପ୍ରଥମେ ବଡ଼ଠାକୁର ବଳଭଦ୍ରଙ୍କ ତାଳଧ୍ବଜ ରଥ ଗଡ଼ିଛି।
ଘଣ୍ଟଘଣ୍ଟା ବାଦ୍ୟରେ ପ୍ରକମ୍ପିତ ହେଉଛିନୟାଗଡ଼ ବଡଦାଣ୍ଡ । ତାଳଧ୍ବଜ ରଥକୁ ଟାଣିଟାଣି ନେଉଛନ୍ତି ଲକ୍ଷଲକ୍ଷ ଭକ୍ତ ଓ ଶ୍ରାଦ୍ଧାଳୁ । କୁନି କୁନି ନୁର୍ତ୍ୟ ଶିଳ୍ପୀ ଙ୍କ ନୃତ୍ୟ ଆକର୍ଷିତ ହେଉଥିବା ବେଳେ ପରେପରେ ମାଆ ସୁଭଦ୍ରାଙ୍କ ଦର୍ପଦଳନ ରଥ ପରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ଟଣା ଆରମ୍ଭ ହୋଇଛି।ଶେଷ ପର୍ଯ୍ୟାୟ ରେପହଁଚିଛି