Skip to content

ରୁକ୍ମିଣୀ ବିବାହ ଉତ୍ସଵ

ଖଣ୍ଡପଡ଼ା ସହରର ଶ୍ରୀଜଗନ୍ନାଥ ମନ୍ଦିରରେ ପାରମ୍ପାରିକ ରୀତିନୀତି ଅନୁସାରେ ରୁକ୍ମିଣୀ ବିବାହ ନୀତି ସମ୍ପନ୍ନ ହୋଇଯାଇଛି। ଏହି ଅବସରରେ ମନ୍ଦିର ବେଢ଼ା ପରିସରରେ ଶ୍ରୀ ଜଗନ୍ନାଥଙ୍କର ଚଳନ୍ତି ପ୍ରତିମାକୁ ବିଜେ କରାଯାଇ ପୂଜାର୍ଚ୍ଚନା କରାଯାଇଥିଲା। ପରେ ବିବାହ କାର୍ଯ୍ୟ ସମ୍ପନ୍ନ ହୋଇଥିବା ଜଣାପଡିଛି। ଏଥି ସହିତ ହୋମଯଜ୍ଞ ଆଦି ମାଙ୍ଗଳିକ କାର୍ଯ୍ୟ ହୋଇଥିବା ଜଣାପଡିଛି।

Ad 1