ଓଡ଼ଗାଁ ରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଛି । ଆଜି ମୋଟ 85 ଗୋଟି ମାମଲା ଗ୍ରହଣ କରାଯାଇଥିଲା ।
ସେଥିମଧ୍ୟରୁ ବ୍ୟକ୍ତି ଗତ 77 ଗୋଟି ମାମାଲା ରହିଥିବା ବେଳେ ଗ୍ରାମ୍ୟ ବିବାଦ8ଗୋଟି ରହିଥିଲା । ତୁରନ୍ତ16 ଗୋଟି ମାମଲାର ସମାଧାନ କରାଯାଇଥିଲା । ଆଜିର ଏହି କାର୍ଯ୍ୟକ୍ରମରେ ସମସ୍ତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିଥିଲେ । ଆଜିର ଏହି ଜନଶୁଣାଣୀ ଶିବିରରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ , ଆରକ୍ଷୀ ଅଧୀକ୍ଷକ ଏସ.ଶୁଶ୍ରୀ, ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳ, ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଦେବଦତ ପଣ୍ଡା,,ଉପଜିଲ୍ଲାପାଳ କର୍ଣଦେବ ସମାଦାର ପ୍ରମୁଖ ଉପସ୍ଥିତ ରହିଥିଲେ ।