ଓଡ଼ଗାଁ ବ୍ଲକ ଗୋଡ଼ିପଡ଼ାରେ ବାଲ୍ୟ ବିବାହ ନିଷେଧ ସଚେତନତା କାର୍ଯ୍ୟକ୍ରମ

NAYAGADA TODAY-ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଗୋଡ଼ିପଡ଼ାଠାରେ ବାଲ୍ୟ ବିବାହକୁ ବିରୋଧ ଓ ନିଷେଧ କରିବା ଉଦ୍ଦେଶ୍ୟରେ ଆୟୋଜିତ ସଚେତନତା କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ରଣପୁରୁ ର ମାନ୍ୟବର ବିଧାୟିକା ତଥା ବାଚସ୍ପତି ସୁରମା ପାଢୀ ମହୋଦୟା ଯୋଗଦେଇ ଏହାର କୁପରିଣାମ ଓ ଏହାକୁ ରୋକିବା ପାଇଁ ସମାଜର ସାମୂହିକ ଦାୟିତ୍ୱ ଉପରେ ଆଲୋକପାତ କରିଥିଲେ,ଶିଶୁମାନଙ୍କର ଶିକ୍ଷା, ସୁରକ୍ଷା ଓ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ବାଲ୍ୟ ବିବାହ ମୁକ୍ତ ସମାଜ ଗଠନ ନିମନ୍ତେ ସମସ୍ତଙ୍କୁ ଆହ୍ୱାନ ଦିଆଯାଇଥିଲା।

You might also like