Skip to content

କଷ୍ଟିଡାକୁଆ ଭବନରେ ଶ୍ରମିକ ଦିବସ……

ନୟାଗଡ଼ରେ କଷ୍ଟିଡାକୁଆ ଭବନଠାରେ ଶ୍ରମିକ ନେତା ପବିତ୍ର ଇନ୍ଦ୍ରଜିତଙ୍କ ଅଧ୍ୟକ୍ଷତାରେ ଆନ୍ତର୍ଜାତିକ ଶ୍ରମିକ ଦିବସ ଅବସରରେ ବସ୍ତିବାସିନ୍ଦା ସଂଘର ନେତା କରିମ୍ ଖାଁ ଙ୍କ ଦ୍ଵାରା ରକ୍ତପତାକା ଉତ୍ତୋଳନ କରାଯାଇଥିଲା ! ସିଆଇଟିୟୁର ବରିଷ୍ଠ ନେତା ବିଶ୍ଵନାଥ ମହାପାତ୍ର ମଇଦିବସର ଇତିହାସ ଓ ତାତ୍ପର୍ଯ୍ୟ ଉପରେ ଆଲୋକପାତ କରି ଅଧୁନା ଶ୍ରମିକ କୃଷକମାନଙ୍କ ସ୍ଵାର୍ଥ ବିରୋଧରେ ଚାଲିଥିବା ବିଶ୍ଵବ୍ୟାପୀ ପୁଞ୍ଜିବାଦୀ ଚକ୍ରାନ୍ତ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିବା ସହିତ ଆସନ୍ତା ମଇ୨୦ ସାଧାରଣ ଧର୍ମଘଟକୁ ସଫଳ କରିବାପାଇଁ ଆହ୍ୱାନ ଦେଇଥିଲେ !

Ad 1