ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜେପି ଜିଲ୍ଲା ଅନୁସୂଚିତ ଜାତି ଅଧ୍ୟକ୍ଷ ସୁଶାନ୍ତ କୁମାର ନାୟକ ଙ୍କୁ ପିସିସି ସାଧାରଣ ସମ୍ପାଦକ ହୁସେନ ଖାଁ, ଜିଲ୍ଲା କଂଗ୍ରେସ ସଭାପତି ରଣଜିତ ଦାଶ ଏବଂ ବରିଷ୍ଠ ନେତା କମଳ ଚରଣ ସାହୁ ପ୍ରମୁଖ ବିଦ୍ଧିବଦ୍ଧ ଭାବେ କଂଗ୍ରେସ ଦଳରେ ମିଶ୍ରଣ କରାଇଛନ୍ତି l
