Skip to content

ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ଭାବେ କାର୍ଯ୍ୟରେ ଯୋଗଦେଲେ ଦେବ ଦୂତ

ଆଜି ନୟାଗଡ଼ ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହି ଅଧିକାରୀ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଦେବଦୂତ ପଣ୍ଡା । ସେ ରାଜ୍ୟ ସରକାରଙ୍କ କୃଷି ଓ ମତ୍ସ୍ୟ ବିଭାଗର ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିଲା । ନୟାଗଡ଼ ଜିଲ୍ଲା ପରିଷଦ ର କାର୍ଯ୍ୟ ନିର୍ବାହି ଅଧିକାରୀ ସୁଚାରୁ କୁମାର ବଳଙ୍କର ଭଦ୍ରକ ଅତିରିକ୍ତ ଜିଲ୍ଲାପାଳ ଭାବେ ନିକଟରେ ବଦଳି ହୋଇଥିଲା ।

ଆଜି ଶ୍ରୀ ପଣ୍ଡା କାର୍ଯ୍ୟରେ ଯୋଗ ଦେବା ପରେ ବିଭିନ୍ନ ମହଲରୁ ସ୍ଵାଗତ କରାଯାଇଛି । ନୟାଗଡ଼ରୁ ଜିତୁ ନ ମହାପାତ୍ରଙ୍କ ରିପୋଟ ନୟାଗଡ଼ ଟୁଡ଼େ ।

Ad 1