ନୟାଗଡ:ଜିଲ୍ଲା ପରିଷଦ ସୃଜନ ସଭା ଗୃହରେ ଜିଲ୍ଲା ସ୍ତରୀୟ ୭୦ତମ ବନ୍ୟ ପ୍ରାଣୀ ସପ୍ତାହ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ୭୦ତମ ବନ୍ୟ ପ୍ରାଣୀ ସ୍ତପାହ ପାଳନ । ସୂଚନା ମୁତାବକ ଆଜି ପୂର୍ବାହ୍ନ ୧୧ଘଟିକା ସମୟରେ ଜିଲ୍ଲା ପରିଷଦ ସୃଜନ ସଭା ଗୃହରେ ଜିଲ୍ଲା ସ୍ତରୀୟ ୭୦ ତମ ବନ୍ୟ ପ୍ରାଣୀ ସପ୍ତାହ ପାଳନ । ଆଜିର କାର୍ଯ୍ୟକ୍ରମ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଆଜିର କାର୍ଯ୍ୟକ୍ରମରେ ଅତିଥି ଭାବରେ ନୟାଗଡ଼ ନିର୍ବାଚନ ମଣ୍ଡଳୀର ବିଧାୟକ ଡ. ଅରୁଣ କୁମାର ସାହୁ, କନ୍ଧମାଳ ସାଂସଦ ସୁକାନ୍ତ କୁମାର ପ୍ରାଣି ଗ୍ରାହୀ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଞ୍ଜିନିୟର ଦେବାଶିଷ ପଟ୍ଟନାୟକ ଉପସ୍ଥିତ ରହିଥିଲେ

You might also like