NAYAGADA TODAY-ନୟାଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–୨୦୨୭’ ଜିଲ୍ଲାସ୍ତରୀୟ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି l ଏଥିରେ ଆଦ୍ୟାଶକ୍ତି ମହାରଣା ପ୍ରଥମ, ଅସୀମ ରଞ୍ଜନ ପଟ୍ଟନାୟକ ଦ୍ୱିତୀୟ ଓ ରିପସା ତ୍ରିପାଠୀ ତୃତୀୟ ସ୍ଥାନ ହାସଲ କରିଛନ୍ତି। ତିନିଜଣ ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ଚୟନ ହୋଇଛନ୍ତି l