ଆଜି ବିଧିବଦ୍ଧ ଭାବେ ଇରାନୀ ରାୟ ବିଜେଡିରେ ଯୋଗ ଦେଇଛନ୍ତି।ଶଙ୍ଖ ଭବନରେ ବିଜେଡିର ମିଶ୍ରଣ ପର୍ବ
ବିଜେଡିରେ ଆଜି ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି ଇରାନୀ ରାୟ। ସାଂସଦ ମାନସ ମଙ୍ଗରାଜ ଓ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଏହି ମିଶ୍ରଣ ପର୍ବରେ ବିଧାୟକ ଅରୁଣ ସାହୁ ମଧ୍ୟ ଉପସ୍ଥିତ ଅଛନ୍ତି। ଶହ ଶହ ସମର୍ଥକଙ୍କ ସହ ଆଜି ବିଜେଡିରେ ମିଶିଛନ୍ତି।