Skip to content

ଶହୀଦ୍‌ ରଘୁ-ଦିବାକରଙ୍କ ଶ୍ରାଦ୍ଧ ଦିବସ

ନୟାଗଡ଼ ଜିଲ୍ଲାରେ ଶହୀଦ୍‌ ରଘୁ-ଦିବାକରଙ୍କ ଶ୍ରାଦ୍ଧ ଦିବସ ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟରେ ସକାଳ ୧୦ ଘଟିକା ସମୟରେ ଶହୀଦ୍ ଙ୍କର ଫଟୋ ଚିତ୍ରରେ ମାଲ୍ୟାର୍ପଣ କରାଯାଇ ପାଳନ କରାଯାଇଛି । ଏଥିରେ କାର୍ଯ୍ୟାଳୟର ଅଧିକାରୀ ଓ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।

ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁଙ୍କ ତତ୍ୱାବଧାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ନୟାଗଡ଼ ରୁ ଜିତୁନ ମହାପାତ୍ରଙ୍କ ରିପୋଟ ନୟାଗଡ଼ ଟୁଡେ ।

Ad 1