ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ନିଯୁକ୍ତି ତାଲିମ ପ୍ରତିଷ୍ଠାନ ନୟାଗଡ଼ ଆନୁକୂଲ୍ୟରେ 2024-2025ଆର୍ଥିକ ବର୍ଷ ର ତୃତୀୟ ତ୍ରୟମାସିକ ଜିଲ୍ଲା ସ୍ତରୀୟ ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ ହୋଇଛି, ଜିଲ୍ଲା ପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଙ୍କ ଅଧକ୍ଷତା ରେ ନିର୍ଦେଶକ ଅଜିତ କୁମାର ମହାନ୍ତି ଙ୍କ ଦ୍ୱାରା ଅନୁଷ୍ଠିତ ହୋଇଛି, ଉକ୍ତ ସଭାରେ ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ,ଅତିରିକ୍ତ ଜିଲାପାଳ ରୋଜିନା ଦାସ,ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ ସୁରେନ୍ଦ୍ର କୁମାର ସାହୁ,ଓ ଜିଲ୍ଲା ର ସମସ୍ତ ବିଭାଗୀୟ ମୁଖ୍ୟ ଅଧିକାରୀ ମାନେ ଯୋଗ ଦାନ କରି ସୁପରିଚାଳନା ନିମନ୍ତେ ସେମାନଙ୍କର ମନ୍ତବ୍ୟ ପ୍ରଦାନ କରିଥିଲେ
ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମନିଯୁକ୍ତି ତାଲିମ ପ୍ରତିଷ୍ଠାନ ର ତୃତୀୟ ତ୍ରୟ ମାସିକ ଉପଦେଷ୍ଟା କମିଟି ବୈଠକ ଅନୁଷ୍ଠିତ
