ନୟାଗଡ଼ ବ୍ଲକଅନ୍ତର୍ଗତ ହାଟଦ୍ୱାର ପ୍ରାଥମିକ ବିଦ୍ୟାଳୟ ର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସର ରେ ଅନୁଷ୍ଠିତ ହୋଇଛି, ଏଥିରେ ମୁଖ୍ୟ ଅତିଥି ଭାବେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସନ୍ତୋଷ ପ୍ରଧାନ, ଯୋଗଦାନ କରିଥିବା ବେଳେ ମୁଖ୍ୟ ବକ୍ତା ଭାବେ ସୁକାନ୍ତି ରାଉତ, ଓ ସଂମ୍ମାନିତ ଅତିଥି ଭାବେ ଗ୍ରାମ୍ୟ କମିଟି ସଭାପତି ଅର୍ଜୁନ ନାହାକ, ୱାର୍ଡମେମ୍ବର ସନ୍ତୋଷ ନାହାକ, ବିଦ୍ୟାଳୟ ପରିଚାଳନା କମିଟି ଅଧକ୍ଷା ମଞ୍ଜୁଲତା ନାହାକ ପ୍ରମୁଖ ଯୋଗ ଦାନ କରିଥିଲେ,ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଭକ୍ତ ବଲ୍ଳଭ ବଟକୃଷ୍ଣ ମିଶ୍ର ଙ୍କ ଅଧକ୍ଷତା ରେ ଅନୁଷ୍ଠିତ ସଭାରେ ବିଭିର୍ନ କ୍ଷେତ୍ର ରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଂକୁ ଅତିଥି ମାନେ ପୁରସ୍କାର ପ୍ରଦାନ କରିଥିଲେ