୧୪ ଦଫା ଦାବୀ ନେ଼ଇ ଶରଣକୁଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଆଶା କର୍ମୀ ଙ୍କ ଗଣ ବିକ୍ଷୋଭ

CITU ନେତୃତ୍ବରେ ଓଡ଼ିଶା ଆଶା କର୍ମୀ ଆସୋସିଏସନ୍ ତରଫରୁ ୧୪ ଦଫା ଦାବୀ ନେଇ ଶରଣକୁଳୁ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଶତାଧିକ ଆଶା କର୍ମୀଙ୍କ ଗଣବିକ୍ଷୋଭ ସଙ୍ଗଠିତ ହୋଇଥିଲା। ଏକ ଶୋଭା ଯାତ୍ରା ପୂର୍ତ୍ତ
Read More...

ପାଞ୍ଚଦଫା ଦାବି ନେଇ ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକଙ୍କୁ ଭେଟିଲା ନାଗରିକ ମଞ୍ଚ

ନୟାଗଡ଼,୨୫/୩: ରେଳସେବା ସମ୍ପର୍କିତ ପାଞ୍ଚ ଦଫା ଦାବି ନେଇ ନୟାଗଡ଼ ନାଗରିକ ମଞ୍ଚ ଆଜି ପୂର୍ବତଟ ରେଳପଥ, ଖୋର୍ଦ୍ଧା ରୋଡ଼ର ଅତିରିକ୍ତ ମଣ୍ଡଳ ରେଳ ପ୍ରବନ୍ଧକ ପ୍ରଦୀପ କୁମାର ବେହେରାଙ୍କୁ ନୟାଗଡ଼ ଟାଉନ ରେଳ
Read More...

ଲୋକ ଅଧିକାର ଅଭିଯାନକୁ ନୟାଗଡ଼ରେ ସ୍ଵାଗତ..

ଜମି ଜଳ ଜଙ୍ଗଲର ସୁରକ୍ଷା ଓ ଲୋକ ଅଧିକାରର ସୁରକ୍ଷା ପାଇଁ ପରିବେଶବିତ୍ ପ୍ରଫୁଲ୍ଲ ସାମନ୍ତରାୟଙ୍କ ନେତୃତ୍ୱରେ ଚାଲିଥିବା ରାଜ୍ୟବ୍ୟାପୀ ଅଭିଯାନ କ୍ରମେ ଅଦ୍ୟ ତା୨୧.୩.୨୦୨୬ରେ ନୟାଗଡ଼ରେ ପ‍ହଞ୍ଚିବା ଅବସରରେ କେସି
Read More...

ନୟାଗଡ଼ରେ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମେଳା: ମଞ୍ଚସ୍ଥ ହେଲା ଭାବପୂର୍ଣ୍ଣ ନାଟକ ‘ବଧୂ ବିଦାୟ’

​ନୟାଗଡ଼,୧୮/୩:ନୟାଗଡ଼ର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ନାଟ୍ୟଧାରା’ ପକ୍ଷରୁ ଆୟୋଜିତ ଷଷ୍ଠ ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବର ଚତୁର୍ଥ ସନ୍ଧ୍ୟାରେ ଏକ ମର୍ମସ୍ପର୍ଶୀ ନାଟକ ‘ବଧୂ ବିଦାୟ’ ସ୍ଥାନୀୟ ପଠାଣି ସାମନ୍ତ
Read More...

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’: ବ୍ୟବସ୍ଥା ଓ ଦୁର୍ନୀତି…

​ନୟାଗଡ଼,୧୭/୩:ନାଟ୍ୟଧାରା ପକ୍ଷରୁ ଆୟୋଜିତ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟାରେ 'ପ୍ରତିଭା' ନାଟ୍ୟ ପରିଷଦ, ଭୁବନେଶ୍ୱର ପକ୍ଷରୁ ମଞ୍ଚସ୍ଥ ହୋଇଥିଲା ସାମାଜିକ ନାଟକ 'ଏକ ନାୟକର ମୃତ୍ୟୁ'।
Read More...

ନାଟକ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା: ‘ଚକ୍ରବ୍ୟୁହ’ରେ ବାନ୍ଧି ହୋଇଗଲେ ଦର୍ଶକ

ନୟାଗଡ଼,୧୬/୩: ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟାରେ ଦର୍ଶକଙ୍କ ହୃଦୟକୁ ବାନ୍ଧି ରଖିଥିଲା ବାରିପଦା 'ନୂପୁର' ନାଟ୍ୟାନୁଷ୍ଠାନର ଲୋକପ୍ରିୟ ନାଟକ 'ଚକ୍ରବ୍ୟୁହ'। ଡଃ କୁମରମଣି ନାୟକଙ୍କ ରଚନା ଓ
Read More...

‘କୁହୁଡ଼ି’ରେ ଉଦଘାଟିତ ହେଲା ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

ନୟାଗଡ଼,୧୫/୩: ଜିଲ୍ଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ 'ନାଟ୍ୟଧାରା' ପକ୍ଷରୁ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ ସ୍ଥାନୀୟ ପଠାଣି ସାମନ୍ତ ପ୍ରେକ୍ଷାଳୟରେ ଆଜି ଉଦଘାଟିତ ହୋଇଯାଇଛି। ଉଦଘାଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

କୁସୁମାଞ୍ଜଳି ର ୫ମ ସ୍ଵନକ୍ଷତ୍ର ଉତ୍ସବ ଅନୁଷ୍ଠିତ

ନୟାଗଡ ୧୫/୦୩/୨୦୨୬ ନୟାଗଡ ରୁ ପ୍ରକାଶିତ ହେଉଥିବା କୁସୁମାଞ୍ଜଳୀ ର ୫ମ ସ୍ଵନକ୍ଷତ୍ର ଉତ୍ସବ ଓ ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ଆଜି ନୟାଗଡ ର ସାମ୍ବାଦିକ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବ ରେ ପତ୍ରିକା ର
Read More...

୧୫ ରୁ ସପ୍ତାହବ୍ୟାପୀ ୬ଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ

ଆସନ୍ତା କାଲି ଠାରୁ ସପ୍ତାହବ୍ୟାପୀ ଷଷ୍ଠ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ-୨୦୨୬ ପଠାଣି ସାମନ୍ତ ଅଡିଟୋରିଅମ ଠାରେ ମଞ୍ଚସ୍ଥ ହେବାକୁ ଯାଉଛି । ନୟାଗଡ଼ ସହରର ପଞ୍ଜିକୃତ ନାଟ୍ୟସଂସ୍ଥା ‘ନାଟ୍ୟଧାରା’ ବିଗତ ବର୍ଷ ମାନଙ୍କ
Read More...

ଜାଳେଣି ଗ୍ୟାସ ଦରବୃଦ୍ଧି ଏବଂ କଳାବଜାରୀ ପ୍ରତିବାଦରେ କଂଗ୍ରେସ ବିକ୍ଷୋଭ

ନୟାଗଡ଼ : ପିସିସି ସଭାପତି ଶ୍ରୀ ଭକ୍ତଚରଣ ଦାସଙ୍କ ଆହ୍ୱାନ କ୍ରମେ ଜାଳେଣି ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ ଆଜି ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ରଣଜିତ ଦାଶଙ୍କ ନେତୃତ୍ୱରେ ସ୍ଥାନୀୟ ଓଡଗାଁ ଛକ ଠାରେ କଂଗ୍ରେସ
Read More...

ସାମନ୍ତ ଚନ୍ଦ୍ରଶେଖର ବରିଷ୍ଠ ନାଗରିକ ଫୋରମର ବୈଠକ ଅନୁଷ୍ଠିତ ।

ସାମନ୍ତ ଚନ୍ଦ୍ରଶେଖର ବରିଷ୍ଠ ନାଗରିକ ଫୋରମର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ମା ଉମାଦେବୀ ମନ୍ଦିର ପରିସରରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।ଖଣ୍ଡପଡ଼ା ବରିଷ୍ଠ ନାଗରିକ ଫୋରମର ଉପ ସଭାପତି ବିନାୟକ ମିଶ୍ରଙ୍କ
Read More...

ନୟାଗଡ଼ ଜିଲ୍ଲା କାର୍ଯ୍ୟାଳୟରେ ଶାରୀରିକ ଅକ୍ଷମ ଏବଂ ବୟସ୍କଙ୍କ ପାଇଁ ଲିଫ୍ଟ ବ୍ୟବସ୍ଥା ସମ୍ବନ୍ଧରେ ଜିଲ୍ଲାପାଳଙ୍କୁ…

୧୧.୦୩.୨୦୨୬ରିଖ ଅପରାହ୍ନ ୫ ଘଟିକା ସମୟରେ "ଜୟ ନୟାଗଡ଼ ଫାଉଣ୍ଡେସନ"ର ପ୍ରତିଷ୍ଠାତା ଶେଖ ଅବଦୁଲ ଆହାଦ ନୟାଗଡ଼ ଜିଲ୍ଲାପାଳଙ୍କୁ ଭେଟି ନୟାଗଡ଼ ଜିଲ୍ଲା କାର୍ଯ୍ୟାଳୟରେ ଲିଫ୍ଟ ବ୍ୟବସ୍ଥା କରିବା ନିମନ୍ତେ ଦାବିପତ୍ର
Read More...