ରାଜ୍ୟସ୍ତରୀୟ ନାଟ୍ୟମେଳାର ପଞ୍ଚମ ସନ୍ଧ୍ୟା; ‘ବିଶ୍ୱାସର ଆତ୍ମଲିପି’ରେ ଭାବପ୍ରବଣ ହେଲେ ଦର୍ଶକ
ନୟାଗଡ଼, ୬/୩: ରାଜ୍ୟସ୍ତରୀୟ ନାଟ୍ୟମେଳାର ଆଜି ପଞ୍ଚମ ସନ୍ଧ୍ୟାରେ ମଞ୍ଚସ୍ଥ ହୋଇଥିଲା ସ୍ବସ୍ତି ଝଙ୍କାର, ରାଉରକେଲା ପ୍ରଯୋଜିତ ନାଟକ ‘ବିଶ୍ୱାସର ଆତ୍ମଲିପି’ । ଅବିଶ୍ୱାସ,ସନ୍ଦେହ ଭିତରେ ପାରିବାରିକ ସମ୍ପର୍କ ରୁଗ୍ଣ-କ୍ଷତାକ୍ତ । ଏକ ସୁନ୍ଦର… Read More »ରାଜ୍ୟସ୍ତରୀୟ ନାଟ୍ୟମେଳାର ପଞ୍ଚମ ସନ୍ଧ୍ୟା; ‘ବିଶ୍ୱାସର ଆତ୍ମଲିପି’ରେ ଭାବପ୍ରବଣ ହେଲେ ଦର୍ଶକ