ନୟାଗଡ଼ ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ
ନୟାଗଡ଼ ଜିଲାପାଳଙ୍କ ସମ୍ମିଳନୀ କକ୍ଷ ରେ ଆସନ୍ତା ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି, ଅତିରିକ୍ତ ଜିଲାପାଳ ଦିଲ୍ଲୀପ କୁମାର ବଳ ଙ୍କ ସଭାପତିତ୍ବ ରେ ଏହି ବୈଠକ ଅନୁଷ୍ଠିତ ହୋଇଛି, ନୟାଗଡ଼!-->…
Read More...
Read More...
ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି । ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେଇଛନ୍ତି ।!-->…
Read More...
Read More...
ପ୍ରକାଶ ପାଇଲା ମନ୍ତ୍ରୀ ତାଲିକା: ଶପଥ ନେବେ ମୁଖ୍ୟମନ୍ତ୍ରୀ, ୨ ଉପମୁଖ୍ୟମନ୍ତ୍ରୀ, ୮ କ୍ୟାବିନେଟ ମନ୍ତ୍ରୀ ଓ ୫…
ରାଜଭବନ ପକ୍ଷରୁ ପ୍ରକାଶ ପାଇଲା ମନ୍ତ୍ରୀ ତାଲିକା । ଶପଥ ଗ୍ରହଣ କରିବେ ମୁଖ୍ୟମନ୍ତ୍ରୀ ଓ ୨ ଉପମୁଖ୍ୟମନ୍ତ୍ରୀ । ଏଥିସହ ଶପଥ ନେବେ ୮ କ୍ୟାବିନେଟ ମନ୍ତ୍ରୀ ଓ ୫ ରାଷ୍ଟ୍ରମନ୍ତ୍ରୀ।
ମୁଖ୍ୟମନ୍ତ୍ରୀମୋହନ ଚରଣ ମାଝୀ
!-->!-->!-->!-->…
Read More...
Read More...
ଶପଥ ଗ୍ରହଣ ସମାରୋହ ରେ ଯୋଗ ଦେଲେ ନବୀନ
ଆଜି ଜନତା ମଇଦାନ ରେ ଅନୁଷ୍ଠିତ ଶପଥ ଗ୍ରହଣ ସମାରୋହ ରେ ଯୋଗ ଦେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓଡ଼ିଶାର ବରପୁତ୍ର ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରିବା ପରେ ନବୀନ ନିବାସ ଯାଇ ପୂର୍ବତନ!-->…
Read More...
Read More...
ନବୀନ ପଟ୍ଟନାୟକଙ୍କୁ ଭେଟିଲେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବାକୁ କଲେ ନିମନ୍ତ୍ରଣ
ନବୀନ ନିବାସରେ ପହଁଚିଛନ୍ତି ଓଡ଼ିଶାର ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶପଥ ପାଠ କରିବା ପୂର୍ବରୁ ଭାବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ଆସି ସୌଜନ୍ୟମୂଳକ ସାକ୍ଷାତ କରି ଫେରିଥିବାବେଳେ!-->…
Read More...
Read More...
ମୋହନ ମାଝୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ରାଜ୍ୟର ମୁଖ୍ୟମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ମୋହନ ମାଝୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ। ସୋସିଆଲ ମିଡିଆ‘ଏକ୍ସ’ରେ ବିଜେଡି ସଭାପତି ନବୀନ ପଟ୍ଟନାୟକ କହିଛନ୍ତି ‘ରାଜ୍ୟର ମୁଖ୍ୟମନ୍ତ୍ରୀ!-->…
Read More...
Read More...
ମୋହନ ମାଝୀଙ୍କ ନୂଆ ଟିମ୍: ମନ୍ତ୍ରିମଣ୍ଡଳରେ ସାମିଲ ହେବାକୁ ବିଧାୟକଙ୍କୁ ଯାଉଛି ଫୋନ୍ କଲ
ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଆଉ କିଛି ସମୟ ପରେ ଶପଥ ନେବେ ମନୋନୀତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୋହନ ମାଝୀଙ୍କ ନୂଆ ଟିମ୍ ହେବାକୁ ଯାଉଛି। ମନ୍ତ୍ରିମଣ୍ଡଳରେ ସାମିଲ ହେବାକୁ ଯାଉଛି ଫୋନକଲ।
ସୁରଜ!-->!-->!-->…
Read More...
Read More...
ନବୀନ ନିବାସ ଯିବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝି
ନବୀନ ନିବାସ ଯିବେନୂଆ ମୁଖ୍ୟମନ୍ତ୍ରି ମୋହନ ମାଝି ଶପଥ ଗ୍ରହଣ ପୂର୍ବ ରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିବେ ମୋହନ ମାଝି, ସୌଜନ୍ୟମୂଳକ ସାକ୍ଷାତ ପାଇଁ ମୋହନ ମାଝି ନବୀନ ନିବାସ ଯିବେ ବୋଲି ସୂଚନା ମିଳିଛି,ଆଜି!-->…
Read More...
Read More...
ପ୍ରୋଫାଇଲ ପରିବର୍ତ୍ତନ କଲେ ନବୀନ
କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ହେବେ ଓଡ଼ିଆର ନୂଆ ମୁଖ୍ୟମନ୍ତ୍ରୀ । ସେ ଆଜି ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ । ତେବେ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବା ପରେ ଏବେ ଓଡ଼ିଶାର ପୂର୍ବତନ!-->…
Read More...
Read More...
ଦଶପଲ୍ଲାରୁ ଭୁବନେଶ୍ୱରକୁ ଆଉ ଏକ ନୂତନ ମେମୁ ଟ୍ରେନ
୧୨ ତାରିଖରୁ ଏକ ନୂତନ ପାସେଞ୍ଜର ମେମୁ ଟ୍ରେନ ଦଶପଲ୍ଲାରୁ ଭୁବନେଶ୍ୱର ମଧ୍ୟରେ ଚଳାଚଳ କରିବ। ଏ ନେଇ ପୂର୍ବତଟ ରେଳପଥ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନା ଅନୁସାରେ ଦଶପଲ୍ଲାରୁ ଏହି ଟ୍ରେନ ନଂ-୦୮୪୪୯!-->…
Read More...
Read More...
ନୂଆ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ
ଓଡ଼ିଶା ଭାବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ। ଏଥିସହ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ମଧ୍ୟ ଶ୍ରୀ ଦାସ!-->…
Read More...
Read More...
ଜିଲ୍ଲା ସ୍ତରୀୟ ଟେବୁଲ ଟପ ଅଭ୍ୟାସ ପ୍ରସ୍ତୁତି
ଜିଲ୍ଲାପାଳଙ୍କ ସଦ୍ଭାବନା ସଭା ଗୃହରେ ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ବଳଙ୍କ ଅଧ୍ଯକ୍ଷତାରେ ଜିଲ୍ଲାସ୍ତରୀୟ ବିପର୍ଯ୍ୟୟ ପ୍ରଶମନ ତଥା ଟେବୁଲ ଟପ୍ ଅଭ୍ୟାସ ଉପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଉପଜିଲ୍ଲାପାଳ!-->…
Read More...
Read More...